କିଟ୍ ରେ ୧୬ତମ ଜାତୀୟ ମାର୍କେଟିଂ କନକ୍ଲେଭ ଅନୁଷ୍ଠିତ
ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସଫଳତାର କୌଣସି ସର୍ଟକଟ୍ ନାହିଁ କି କଠିନ ପରିଶ୍ରମର କୌଣସି ବିକଳ୍ପ ନାହିଁ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଶ୍ରୀ ସିମେଣ୍ଟର ଅଧ୍ୟକ୍ଷ ହରି ମୋହନ ବାଙ୍ଗୁର ପ୍ରକାଶ କରିଛନ୍ତି। କିଟ୍ ମ୍ୟାନେଜମେଣ୍ଟ ସ୍କୁଲ୍ ପକ୍ଷରୁ ଶନିବାର ଆୟୋଜିତ ୧୬ତମ ଜାତୀୟ…