ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ; ୫ ମୃତ, ୧୭ ଆହତ
ଉତ୍ତରପ୍ରଦେଶର ଜାଲୌନ୍ ଜିଲ୍ଲାର ମାଧବଗଡ ଅଞ୍ଚଳରେ ଆଜି ସକାଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି । ବରଯାତ୍ରୀ ନେଇ ଯାଉଥିବା ଏକ ବସ୍ ଏକ ଅଜଣା ଗାଡି ସହ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏଥିସହ ୧୭ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ…