ଆଉ ୧୭୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…