ଅଗଷ୍ଟ ୮ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ
ସୋମବାର ଅର୍ଥାତ ଅଗଷ୍ଟ ୮ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ । ତେବେ ଏହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ।
www.odisharesults.nic.inରେ ଉପଲବ୍ଧ ହେବ ରେଜଲ୍ଟ । ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…