Browsing Tag

2 bridges will be on Mahanadi

ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ୨୦୦ କୋଟି ଟଙ୍କାର ଦୁଇଟି ସେତୁର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଆଜି ୧୧୮.୫୬ କୋଟି ଟଙ୍କା ବ୍ୟୟରେ ତିର୍ତ୍ତୋଲ ପୋଷଳ ହାଇ ଲେବେଲ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା ହାଇଲେବେଲ ସେତୁର…