ଆସନ୍ତାକାଲିଠାରୁ ଆରମ୍ଭ ହେବ +୨ ପରୀକ୍ଷା
ଆସନ୍ତାକାଲି ଠାରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ ଓ ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ମୋଟ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ରେଗୁଲାରରେ ୩ ଲକ୍ଷ ୬୦ ହଜାର ୧୯୮ଜଣ ଏବଂ ଏକ୍ସ…