ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ୨ ପ୍ରଧାନ ଶିକ୍ଷକ ନିଲମ୍ବିତ
ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ କାର୍ଯ୍ୟାନୁଷ୍ଠାନ । ଦୁଇ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କଲେ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦେଶକ । ସେମାନେ ହେଲେ ନରସିଂହପୁର ଯୋଡୁମ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅନ୍ତର୍ଯ୍ୟାମୀ ସ୍ୱାଇଁ ଓ କଳାହାଣ୍ଡି ଦୟାନିଧି ହାଇସ୍କୁଲ ପ୍ରଧାନ ଶିକ୍ଷକ…