ଆଉ ମାତ୍ର ୨ ମିଟର୍, ଖୁବଶୀଘ୍ର ବାହାରିବେ ଟନେଲରେ ଫସିଥିବା ୪୧ ଶ୍ରମିକ
ଖୁବ୍ ଶୀଘ୍ର ଟନେଲରୁ ବାହାରିବେ ଶ୍ରମିକ । ଟନେଲ୍ ରେ ଫସିଥିବା ୪୧ ଶ୍ରମିକଙ୍କ ନିକଟତର ପହଂଚିଲା ଏନଡିଆରଏଫ୍ ଟିମ୍ର ପାଇପ । ଏନଡିଆରଏଫ୍ ଟିମ୍ ପାଇପ୍ ଯୋଗେ ଶ୍ରମିକଙ୍କୁ ବାହାର କରିବେ । ରେସ୍କ୍ୟୁ ଟିମ୍ ଶ୍ରମିକଙ୍କ ପରିଜନଙ୍କୁ ସେମାନଙ୍କ ପୋଷାକ ଓ ବ୍ୟାଗ୍ ପ୍ରସ୍ତୁତ ରଖିବାକୁ କହିଛନ୍ତି ।…