ବିଜେପି ଛାଡିଥିବା ୨ ମନ୍ତ୍ରୀ, ୫ ବିଧାୟକ ସମାଜବାଦୀ ପାର୍ଟିରେ ଯୋଗ ଦେଲେ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୟୁପି ରାଜନୀତି ରୋଚକ ମୋଡ଼ ନେବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ହାତ ଛାଡିଥିବା ୩ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୨ ଜଣ ଏବଂ ୫ ଜଣ ବିଧାୟକ ଆଜି ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିରେ ଯୋଗ ଦେଇଛନ୍ତି । ସେମାନେ ହେଲେ ମନ୍ତ୍ରୀ ସ୍ବାମୀ ପ୍ରସାଦ ମୌର୍ଯ୍ୟ…