ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ୨ଜଣ ନୂଆ ଅଫିସରଙ୍କୁ ଅବସ୍ଥାପିତ
ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆଜି ଦୁଇଜଣ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଏହି ଦୁଇ ଅଫିସର କାର୍ଯ୍ୟ କରିବେ ।
ସାଧାରଣ…