୨ଜଣ ଅଣ ଓଡ଼ିଆ ଅଧିକାରୀ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ନାୟକ: ବିଜୟ ମହାପାତ୍ର
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡକୁ ୪୦ ଦିନ ହୋଇସାରିଛି। ହତ୍ୟାକାଣ୍ଡର ଅଭିଯୁକ୍ତ ଗିରଫ ହୋଇସାରିଥିଲେ ବି କ୍ରାଇମବ୍ରାଞ୍ଚ ପାଖରେ ଏହାର କାରଣ ସଂପର୍କରେ କୌଣସି ସୁରାକ ନାହିଁ। ତେଣୁ ଏତେ ବଡ଼ ହତ୍ୟାକାଣ୍ଡର ଏ ପ୍ରକାର ତଦନ୍ତ ଏହା ପ୍ରମାଣିତ କରୁଛି ଯେ…