Browsing Tag

2 person dead

୩୦ ଆକ୍ରାନ୍ତ ସୁସ୍ଥ, ୨କରୋନା ରୋଗୀଙ୍କ ମୃତ୍ୟୁ, ୫ରେ ପହଞ୍ଚିଲା ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେମାନଙ୍କ ମଧ୍ୟରୁ ୨୮ଜଣ ଗଞ୍ଜାମର ହୋଇଥିବା ବେଳେ ବାଲେଶ୍ଵର ଓ କଟକରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ସୁସ୍ଥ ହୋଇଛନ୍ତି…

ଭଦ୍ରକ ଚରମ୍ପା ନିକଟରେ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ, ୨ଜଣ ମୃତ ଓ ୬ ଗୁରୁତର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଦ୍ରକ ଚରମ୍ପା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ଅଛି । ସୂଚନା ଅନୁଯାୟୀ, ଉତ୍ତର…