Browsing Tag

2-sahid-dead-body-will-reached-odisha

ଆଜି ଭୁବନେଶ୍ୱରରେ ପହଞ୍ଚିବ ସହିଦ ୨ ଯବାନଙ୍କ ମରଶରୀର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତ-ଚୀନ ମଧ୍ୟରେ ହୋଇଥିବା ସଂଘର୍ଷରେ ସହିଦ ହୋଇଥିବା ଦୁଇ ଓଡିଆ ଯବାନଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିବ । ଅପରାହ୍ନ ୨ଟା ବେଳେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ସେମାନଙ୍କ ମର ଶରୀର ବିମାନ ବନ୍ଦରରେ ପହଞ୍ଚିବ ବୋଲି…