୨୦ ବିଜେପିର ନବନିର୍ବାଚିତ ସାଂସଦ ଯିବେ ଦିଲ୍ଲୀ
ବିଜେପି ନବନିର୍ବାଚିତ ସାଂସଦଙ୍କୁ ଦିଲ୍ଲୀ ଡାକରା । ଦିଲ୍ଲୀ ଯାଇ ବିଜେପିର ଶୀର୍ଷ ନେତୃତ୍ୱଙ୍କୁ ଭେଟିବେ ନବନିର୍ବାଚିତ ସାଂସଦ । ରାଜ୍ୟରେ ସରକାର ଗଠନ ନେଇ ହୋଇପାରେ ଆଲୋଚନା । ମୁଖ୍ୟମନ୍ତ୍ରୀ ଚେହେରା ଉପରେ ବି ହୋଇପାରେ ନିଷ୍ପତି । ମୁଖ୍ୟମନ୍ତ୍ରୀ ନା ଘୋଷଣା ପୂର୍ବରୁ ଏହି ବୈଠକ ବେଶ…