ଜମ୍ମୁ କାଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ
ଜମ୍ମୁ-କାଶ୍ମୀରର ଉଧମପୁରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସର (CRPF) ଜଣେ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ନିୟମିତ ପାଟ୍ରୋଲିଂ କରୁଥିବା ସମୟରେ ଡୁଡୁ ଅଞ୍ଚଳରେ CRPF ଯବାନ ମାନଙ୍କୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ପରେ…