ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍; ୧୪ ମୃତ, ୨୧ ଗୁରୁତର
ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୧ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଭୟଙ୍କର ଦୁର୍ଘଟଣା ଘଟିଛି ମଧ୍ୟପ୍ରଦେଶର ଶାହପୁରା ଥାନା ଅଧିନ ଦିନ୍ଦୋରୀରେ ।
ଗତକାଲି ରାତିରେ ହୋଇଥିବା ଏହି…