ଆଜି ରାଜ୍ୟରେ ସୁସ୍ଥ ହେଲେ ୨୨୯ କରୋନା ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟର୧୫ଟି ଜିଲ୍ଲାରୁ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ଭବତଃ ଏହା…