ଘାଟିରୁ ଖସିଲା ଯାତ୍ରୀବାହୀ ବସ୍; ୨୭ ମୃତ, ୧୭ ଆହତ
ଆମେରିକାର ମେକ୍ସିକୋରେ ଭୟଙ୍କର ଦୁର୍ଘଟଣା । ଘାଟିରୁ ଯାତ୍ରୀବାହୀ ବସ୍ ଖସି ପଡିବାରୁ ୨୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୧୩ ପୁରୁଷ, ୧୩ ମହିଳା ଏବଂ ଜଣେ ଶିଶୁ ରହିଛନ୍ତି । ୧୭ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣାରେ ଓକ୍ସାକାର ରାଜ୍ୟପାଳ ଦୁଃଖ…