ରାଜ୍ୟରେ ଆଜି ୨୯୪୯ କରୋନା ପଜିଟିଭ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ୨୯୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଆଜିର ସଂକ୍ରମିତଙ୍କ…