ନଭେମ୍ବର ୨୪ ରୁ ୨୬ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । ଏହି ଉତ୍ସବରେ ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟ…