ବସ୍ତିରେ ପଥଚାରୀଙ୍କ ଉପରେ ଚଢିଗଲା ଟ୍ରକ, ୩ ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଉତ୍ତରପ୍ରଦେଶର ବସ୍ତି ଜିଲ୍ଲାରେ କାମ୍ କରି ଫେରୁଥିବା ସମୟରେ ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନାନୁସାରେ, ବସ୍ତି ଜିଲ୍ଲାର କିଛିଲୋକ ନିକଟରେ କାମ କରି ଫେରୁଥିବା ବେଳେ…