୩ ବରିଷ୍ଠ ସଚିବଙ୍କୁ ୩ ଜିଲ୍ଲାର କରୋନା ଦାୟିତ୍ୱ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାର କରୋନା ସ୍ଥିତି ଉପରେ ନିୟନ୍ତ୍ରଣ ଆଣିବାକୁ ୩ ବରିଷ୍ଠ ସଚିବଙ୍କୁ ଏହି ୩ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।
ଏସ୍.କେ ଲୋହାନିଙ୍କୁ ଭଦ୍ରକ ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ଏସ୍.କେ ବଶିଷ୍ଠ ବାଲେଶ୍ୱର ଜିଲ୍ଲା କଥା…