Browsing Tag

3 maoist death in chhattisgarh

୩ ମାଓବାଦୀ ନିହତ

ଛତିଶଗଡ କାଙ୍କେରରେ ଯବାନ୍-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଏଠାରେ ଚାଲିଥିବା ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବାବେଳେ ଜଣେ ଯବାନଙ୍କ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି ।