କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ୩ ମନ୍ତ୍ରୀ
ରାଜ୍ୟର ନୂଆ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲ ୩ ମନ୍ତ୍ରୀ। ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ଓ ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡିଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ। ଲୋକସେବା ଭବନ ସମ୍ମଳନୀ କକ୍ଷରେ ଅନୁଷ୍ଠିତ ଶପଥ ଗ୍ରହଣ…