Browsing Tag

3 more dead

ଆଜି ୩ଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୮୬କୁ ବୃଦ୍ଧି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୫୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬ରେ ପହଞ୍ଚିଛି।…