Browsing Tag

3 Odisha Districts Put On High Alert After 11 Cops Killed In Maoist Ambush In Chhattisgarh

ଦନ୍ତେୱାଡାରେ ନକ୍ସଲଙ୍କ ଆକ୍ରମଣ ପରେ ଓଡ଼ିଶାର ୩ ଜିଲ୍ଲାରେ ହାଇଆଲର୍ଟ

ଛତିଶଗଡ଼ର ଦନ୍ତେୱାଡାରେ ନକ୍ସଲବାଦୀଙ୍କ ଆକ୍ରମଣରେ ୧୧ ଯବାନ ସହିଦ ହେବା ପରେ ସୀମାବର୍ତ୍ତୀ ଜିଲ୍ଲାଗୁଡିକରେ ଆଶଙ୍କା ସୃଷ୍ଟି ହୋଇଛି। ଛତିଶଗଡ଼ ସୀମାକୁ ଲାଗିଥିବା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇଆଲର୍ଟ ଜାରି କରାଯାଇଛି। ପୁଲିସ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏ…