Browsing Tag

3 person dead & 2 seriously injured in road accident

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ଯୁବକ ମୃତ ଓ ୨ ଗୁରୁତର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଣିହାଁ ବ୍ଲକ ସମଲ ଥାନା ଅଞ୍ଚଳରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୩ ଜଣ ଯୁବକ ମୃତ୍ୟୁ ବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିବା ସହ…