Browsing Tag

300gm brown sugar

ଜଳେଶ୍ୱରରୁ ୩୦ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ଜଳେଶ୍ୱରରୁ ୩୦୦ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ଆଜି ପୋଲିସ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ଜଣେ ଅଭିଯୁକ୍ତକୁ ଗିରଫ କରିବା ସହ ବ୍ରାଉନସୁଗର ଜବତ କରିଛି ପୋଲିସ । ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା…