Browsing Tag

3day sri madhira banda

ଆଜିଠୁ ୩ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦୀର୍ଘ ଦିନର ଅପେକ୍ଷା ପରେ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ସୁଯୋଗ ପାଇଛନ୍ତି । ପ୍ରତିଦିନ ହଜାର ହଜାର ଭକ୍ତ ଏହାର ସୁଯୋଗ ନେଉଛନ୍ତି । ୫ଦିନ ମଧ୍ୟରେ ୫୦ହଜାରରୁ ଅଧିକ ଦର୍ଶନାର୍ଥୀ ଶ୍ରୀମନ୍ଦିର ପ୍ରବେଶ କରି ପ୍ରଭୁଙ୍କ କୃପା ଭିକ୍ଷା କରିଛନ୍ତି ।…