ତୃତୀୟ ପ୍ରବାହ ନେଇ ସଜାଗ ସରକାର, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନାର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର । ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ସହଭାଗୀତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡିକ ମଧ୍ୟ ପ୍ରସ୍ତୁତ ରହିବାକୁ…