ଆଉ ୪ ପଜେଟିଭ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୯୪
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଦ୍ରକରେ ଆଜି ଆଉ ୪ କରୋନା ପଜେଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ସକାଳେ ମଧ୍ୟ ଭଦ୍ରକରୁ ଜଣେ ରୋଗୀ ଚିହ୍ନଟ ହୋଇଥିଲେ। ଭଦ୍ରକରେ ଆଜି ଗୋଟିଏ ଦିନରେ ୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଭଦ୍ରକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୬ରେ ପହଂଚିଛି । ରାଜ୍ୟରେ…