ଆଜି ପୁଣି ୪ ମୁଣ୍ଡ ନେଲା କରୋନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି କରୋନାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ୪ ଜଣଙ୍କର ମୃତ୍ୟୁ ହୋଇଛି । କଟକ, ଗଞ୍ଜାମ, ଭୁବନେଶ୍ୱର ଏବଂ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ହୋଇଛି । ଯେଉଁ ମାନଙ୍କର ମୃତ୍ୟୁ ହୋଇଛି ସେମାନେ ପୂର୍ବରୁ କୌଣସି ନା କୌଣସି…