୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଓଡିଶା ଫାଷ୍ଟ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକାଳେ ଅବପାତର ରୂପ ନେଇଛି । ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ବର୍ଷା ସହିତ ପବନର ବେଗ ବଢିବ ।
ଏହାସହିତ ରାଜ୍ୟର ଚାରିଟି ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି…