ଷ୍ଟାର ପ୍ରଚାରକଙ୍କ ତାଲିକା ଜାରି କଲା ବିଜେପି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେପି ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇ ନ ଥିବା ବେଳେ ରାଜ୍ୟରେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦଳ ପକ୍ଷରୁ ଜାରି ହୋଇଛି । ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସଭାପତି ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ନୀତୀନ ଗଡ଼କରୀ,…