୨୪ ଘଣ୍ଟାରେ ୪୨୪୧ କରୋନା ପଜିଟିଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଅଣାୟତ୍ତ ସ୍ଥିତିରେ ପହଞ୍ଚିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୨୪୧ କରୋନା ପଜିଟିଭ ଚିହ୍ନଟ ହୋଇସାରିଲେଣି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୧୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା…