Browsing Tag

456 news corona today

ଆଜି ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ସାଢେ ୯ ହଜାର ଟପିଲା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୪୭ଜଣ ସ୍ଥାନୀୟ ସଂକ୍ରମିତ…