ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ଟି ବୁଥ୍ରେ ମତଦାନ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ୨୨ରେ ଚତୁର୍ଥ ପର୍ଯ୍ୟାୟ ମତଦାନ । ୨୭ଟି ଜିଲ୍ଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍ରେ ମତଦାନ ହେବ । ୧୬୩ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ ମତଦାନ ଅନୁଷ୍ଠିତ ହେବ । ୧୨୫୪ଟି ପଞ୍ଚାୟତର…