Browsing Tag

5 including 4 children killed as under construction culvert collapses in Odisha’s Rayagada

ଭୁଶୁଡ଼ିଲା କଲଭର୍ଟ, ଚାଲିଗଲା ୫ ଜଣଙ୍କ ଜୀବନ

ରାୟଗଡା କଲ୍ୟାଣସିଂହପୁର ଉପରସଜା ନିକଟରେ ଥିବା କଲଭର୍ଟ ଭୁଶୁଡି ପଡିଛି । ଫଳରେ ୫ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି । କଲର୍ଭଟ ପାଖରେ ଥିବା ପାଣିରେ କିଛି ବ୍ୟକ୍ତି ଗାଧୋଉ ଥିବା ବେଳେ ଏହି ଅଘଟଣ ଘଟିଛି । ଭୁଶୁଡି ଯାଇଥିବା କଲର୍ଭଟ ତଳେ ଚାପି ହୋଇ…