Browsing Tag

5 injured

ପଳାଶୁଣି ଛକରେ ସିରିଜ୍ ଦୁର୍ଘଟଣା; ୫ ଆହତ

ରାଜଧାନୀ ଭୁବନେଶ୍ଵରର ମଞ୍ଚେଶ୍ୱର ଥାନା ଅଧୀନ ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଏକ ଟ୍ରକ ଭାରସାମ୍ୟ ହରାଇ ଏକାଧିକ…