କରୋନା ମୃତକ କିଟ୍ କର୍ମଚାରୀଙ୍କ ପରିବାରକୁ କିଟ୍ର ସହାୟତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କିଟ୍ ଓ କିସ୍ ପକ୍ଷରୁ ଏହାର କର୍ମଚାରୀଙ୍କ କଲ୍ୟାଣ ସକାଶେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ ସମୟକୁ ସମୟ ବିଭିନ୍ନ ଯୋଜନା ହାତକୁ ନିଆଯାଇଥାଏ। ଇତି ମଧ୍ୟରେ ସମଗ୍ର ବିଶ୍ୱରେ କରୋନାର କରାଳ ଛାୟା ଘୋଟି ଯାଇଥିବା ବେଳେ ଏଥିରେ ବାଦ୍ ପଡ଼ି ନ ଥିଲା…