Browsing Tag

5 person dead in accident

ଅଧାରେ ରହିଲା ଜଗନ୍ନାଥ ଦର୍ଶନ, ଅକାଳରେ ଚାଲିଗଲା ୫ଜୀବନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୋର ୫ଟା ସମୟରେ ପୁରୀ ଜଗନ୍ନାଥ ସଡ଼କର ସୁକଳ ଭାଇଲିପୁର ନିକଟରେ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ଆଜି ସକାଳ ୫ଟା ସମୟରେ ଗଞ୍ଜାମ ଜିଲ୍ଲା…