ନୂଆପଡ଼ା ଗସ୍ତରେ ୫-ଟି ସଚିବ; ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ସମସ୍ୟା ନେଇ ଲୋକଙ୍କ ସହିତ କଲେ ଆଲୋଚନା
ରବିବାର ସକାଳୁ ନୂଆପଡ଼ା ଜିଲ୍ଲା ଗସ୍ତରେ ପହଞ୍ଚିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ୍। ସକାଳୁ ପ୍ରଥମେ ସିନାପାଲି ବ୍ଲକ ନିଲଜି ଗଡ଼ରାମାଲ ଗାଁରେ ପହଞ୍ଚିଛନ୍ତି । ସେଠି ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ପରେ ସ୍ଥାନୀୟ ଜନସାଧାରଣଙ୍କୁ ସାକ୍ଷାତ କରି ବିଭିନ୍ନ…