5Tସଚିବଙ୍କ ନୂଆପଡ଼ା ଗସ୍ତ; ପଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ହେବ ରୁପାନ୍ତର, ପର୍ଯ୍ୟଟନ ଓ ଜଳକ୍ରୀଡା…
ଭୁବନେଶ୍ୱର(ଓଡିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରୀଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ ପରିଦର୍ଶନ କରି…