୬ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ ସହ ୫୦ ହଜାର ଜୋରିମାନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବଡ଼ବିଲ ଥାନା ଅଞ୍ଚଳର ୨୦୧୫ ମସିହାରେ ଜଣେ ନାବାଳିକାକୁ ୬ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାର ଶୁଣାଣି କରି କେନ୍ଦୁଝର ଏଡିଜେ କୋର୍ଟର ବିଚାରପତି ଉକ୍ତ ଦୁଷ୍କର୍ମକାରୀଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ହଜାର ଟଙ୍କା ଜୋରିମାନା ଦେବାକୁ…