ଚିହ୍ନଟ ହେଲେ ୫୮ପଜେଟିଭ, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୩୫୨
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଆଉ ୫୮ଟି କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି । ଏଥର ପ୍ରଥମଥର ପାଇଁ ଅନଗୁଳ ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୮ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୨୯ଜଣ, ବାଲେଶ୍ୱରରୁ ୧୫…