୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ବିଭିନ୍ନ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଶୁଭେଚ୍ଛା
୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…