ଏକାମ୍ର କ୍ଷେତ୍ରରେ ୫ଟି ଅଧ୍ୟକ୍ଷ, ନୂଆବର୍ଷ ସୁଦ୍ଧା ପ୍ରକଳ୍ପର କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ
ଆଜି ସକାଳୁ ସକାଳୁ ଏକାମ୍ର ବିକାଶ ପ୍ରକଳ୍ପର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିକାଶ ପ୍ରକଳ୍ପର ସମୀକ୍ଷା କରିବା ସହ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଭକ୍ତଙ୍କ ସୁବିଧା ଓ ଏକାମ୍ରକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ କିପରି ସୃଷ୍ଟି କରାଯାଇପାରିବ, ପରିକ୍ରମା…