5T ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର…
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ।…