ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ‘ଓ ହବ’ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସତ୍ୟନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି। ନୂତନ ବିକାଶ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହେବା ପାଇଁ ଆବଶ୍ୟକ କାର୍ଯ୍ୟର ଠିକ୍ ସମୟରେ…