ଦୁର୍ନୀତି ଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ, ୬ ଜଣଙ୍କୁ କଲେ ବରଖାସ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫ମ ପାଳି ସରକାରଙ୍କ ଦୁର୍ନୀତି ବିରୋଧରେ କଡା ଆଭିମୁଖ୍ୟ । ପୁଣି ୬ଜଣ ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କୁ କଲେ ବରଖାସ୍ତ । ଏହାସହ ସେମାନଙ୍କ ମଧ୍ୟରୁ ୫ଜଣଙ୍କ ପେନସନ ସୁବିଧା ସ୍ଥାୟୀ ଭାବରେ ବନ୍ଦ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।…